ରମିୟ 9:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଏଟାର୍ ଅରତ୍ ଅଇଲାନି, ଗାଗଡ୍ ଦାରି ଜନମ୍ ଅଇବା ପିଲାଟକି ନାଇ । ଜେ କି ପରମେସରର୍ ପିଲାଟକିମନ୍ ଅଇବାଇ, ମାତର୍ ତାର୍ କାତା ଦେଇରଇବା ଇସାବେ ଜନମ୍ କରିରଇବା ପିଲାଟକିମନ୍ ତାର୍ ମୁଆଟେ ସତଇସେ ତାର୍ ପିଲାଟକି ବଲି ଏଜାଇ ଅଇବାଇ । အခန်းကိုကြည့်ပါ။ |