ତିତସ୍ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ମଣ୍ଡଲିର୍ ପାର୍ଚିନ୍ମନର୍ ଅଦିକାର୍ ନ ନାମ୍ବା ଲକ୍ ବେସି ରଇଲାର୍ପାଇ ମୁଇ ତକେ କଇଲିନି । କାଇ ମୁଲିଅ ନ ରଇବା କାତା ସବୁ ସେମନ୍କେ ସିକାଇକରି, ସେମନ୍କେ ବିସ୍ବାସ୍ କରାଇଲାଇନି । ଜିଉଦି ନିୟମ୍ ଇସାବେ ସବୁ ବିସ୍ବାସିମନ୍ ସୁନତ୍ ଅଇବାର୍ ଆଚେ ବଲି ସିକାଇଲାଇନି । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,
ଜନ୍ ଲକ୍କେ ତୁଇ ପାର୍ଚିନ୍ ଇସାବେ ବାଚ୍ସୁ, ସେ ଏନ୍ତାରି ଲକ୍ ଅଇବାର୍ ଆଚେ, କେ ମିସା ତାକେ ବୁଲ୍ କଲାନି ବଲି ଦସ୍ ଦେଇନାପାରତ୍ । ତାକେ ଗଟେକ୍ ସେ ମାଇଜି ରଇବାର୍ ଆଚେ । ତାର୍ ପିଲାଟକିମନ୍ କିରିସ୍ଟକେ ବିସ୍ବାସ୍ କର୍ବାର୍ ଆଚେ । ସେମନ୍ ନିକ ଚଲାଚଲ୍ତି କର୍ତେରଇବାର୍ ଆଚେ । ଜେନ୍ତାରି କି ତାକର୍ ଆୟାବାବାମନ୍କେ ମାନତ୍ ନାଇ କି ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାଇନି ବଲି ସେମନ୍କେ କେ ଦସ୍ ଦାରି ନାପାରତ୍ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।