ତିତସ୍ 1:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 କିରତେ ରଇବା ଲକର୍ ବିସଇ ସେ ବବିସତ୍ବକ୍ତା କଇଲାଟା ଏବେ ମିସା ସତ୍ସେ । ତେବର୍ ପାଇ ସେମନ୍କେ ଡାଟ୍ ସଙ୍ଗ୍ ଦମ୍କାଇକରି କଇବାର୍ ଆଚେ । ଜେନ୍ତାରିକି ସେମନ୍ ସତ୍ ସିକିଆ ବିସ୍ବାସ୍ କର୍ବାଇ । အခန်းကိုကြည့်ပါ။ |
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।