ତିତସ୍ 1:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଜନ୍ ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ସୁକଲ୍ ରଇବାଇ, ସେନ୍ତାରିସେ ତାକର୍ପାଇ ସବୁ ବିସଇ ସୁକଲ୍ ରଇସି । ମାତର୍ ଜନ୍ ଲକ୍ମନର୍ ବିବେକ୍ ସେମନ୍କେ ଦସି କର୍ସି, ସେମନ୍ କାରାପ୍ ଅଇ ଜିସୁକିରିସ୍ଟକେ ବିସ୍ବାସ୍ ନ କଲେ, ତାକର୍ପାଇ କାଇ ବିସଇ ମିସା ସୁକଲ୍ ନାଇ । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।