ତିତସ୍ 1:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଏନ୍ତାରିଅଇ ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ ସଙ୍ଗ୍ ବଁଚ୍ବାକେ ଆସା କର୍ବାଇ । କାଇକେବଇଲେ କାଇଟା ତିଆର୍ ନ ଅଇତେ କାଲ୍କାଲ୍ ଜୁଗ୍ଜୁଗ୍ ତାର୍ ଲକ୍ ତାର୍ ସଙ୍ଗ୍ ବଁଚ୍ବାଇ ବଲି ପର୍ମେସର୍ କାତା ଦେଇରଇଲା । ଏଟା ପୁରାପୁରୁନ୍ ସତ୍ ବଲି ଆମେ ଜାନ୍ଲୁନି । କାଇକେବଇଲେ ସେ କେବେ ମିଚ୍ ନ କଏ । အခန်းကိုကြည့်ပါ။ |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।