ତିତସ୍ 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଏ ତିତସ୍, ତର୍ପାଇ ମୁଇ ଏ ଚିଟି ଲେକ୍ଲିନି । ଆମେ ଜିସୁକିରିସ୍ଟକେ ବିସ୍ବାସ୍ କଲାର୍ପାଇ ତୁଇ ମର୍ ନିଜର୍ ପଅପାରା ଅଇ ଆଚୁସ୍ । ବାବା ପର୍ମେସର୍କେ ଆରି ଆମର୍ ଉଦାର୍କାରିଆ ଜିସୁକିରିସ୍ଟକେ ମୁଇ ବାବୁଜିଆ କଲିନି, ସେମନ୍ ତକେ ଦୟା ଦେକାଅତ୍ ଆରି ସାନ୍ତି ଦେଅତ୍ । အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।