ତିତସ୍ 1:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 କିରତେ ତକେ ରଇଜା ବଲି ମୁଇ କଇରଇଲି । ଜେତ୍କି ସବୁ କାମ୍ କରିସାରାଇବାକେ ମକେ ବେଲା ନ ରଇଲା, ସେଟା କରିସାରାଇବାକେ ମୁଇ ସେନ୍ତାରି କଲି । ଏଟା ଅଇଲାନି ପର୍ତୁମ୍ ବିସଇ । କିରତେ ରଇବା ସବୁ ଜାଗାର୍ ମଣ୍ଡଲିମନ୍କେ ପାର୍ଚିନ୍ ଇସାବେ ଲକ୍ମନ୍କେ ବାଚ୍ । ମୁଇ ତର୍ ସଙ୍ଗ୍ ରଇଲାବେଲେ ଏ ବିସଇନେଇ ତକେ ତିଆରି ରଇଲି । အခန်းကိုကြည့်ပါ။ |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।