ତିତସ୍ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ବିନ୍ ବିସ୍ବାସିମନ୍କେ ଜତନ୍ କର୍ବାକେ ଦାଇତ୍ ଇସାବେ ପର୍ମେସର୍ ଗଟେକ୍ ପାର୍ଚିନ୍କେ ଦେଲାଆଚେ । ତେବର୍ ପାଇ ଜନ୍ ମଣ୍ଡଲିର୍ ପାର୍ଚିନ୍କେ ତୁଇ ବାଚ୍ସୁ, ତାକେ କାଇ ଦସ୍ ନ ରଅ । ସେ ବଡ୍ପନିଆ ନ ରଇବାର୍, ଦାପ୍ରେ ରିସା ନ ଅଇବାର୍, ମଦୁଆ ନ ରଇବାର୍, ବିନ୍ ଲକର୍ ସଙ୍ଗ୍ କିରଜାଟି ନ ଅଇବାର୍, ଡାବୁକେ ଆସା ନ କର୍ବାର୍ । အခန်းကိုကြည့်ပါ။ |
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।
ତାକର୍ ପାପର୍ ଗୁନ୍ଚଲନ୍ ଇସାବେ ଚଲାଚଲ୍ତିକରି ଲାଜର ବିସଇ କର୍ବା ଲକ୍ମନ୍କେ ସେ ବେସି ବଡ୍ ଡଣ୍ଡ୍ ଦେଇସି । ତାକର୍ ଉପ୍ରେ ସାସନ୍ କର୍ବାକେ ପର୍ମେସରର୍ ଜନ୍ ଅଦିକାର୍ ଆଚେ, ସେଟା ସେମନ୍ ନିଚ୍ଲାଇନି । ଏନ୍ତାରି ମିଚ୍ ସିକାଉ ଆଁକ୍ରିଆମନ୍, ନିଜର୍ ମନ୍କେ ଆଇଲାଟା କର୍ବାକେ ଡରତ୍ ନାଇ । ସର୍ଗେ ମଇମାସଙ୍ଗ୍ ରଇବାଟାମନ୍କେ ମିସା ନିନ୍ଦା କର୍ବାଇ ।