ତିତସ୍ 2:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଜନ୍ ବଡ୍ ଦିନ୍ ଆଇବାକେ ଆମେ ଜାଗିଆଚୁ, ସେତ୍କି ଦିନ୍ ଜାକ ଏନ୍ତାରିସେ ଚଲାଚଲ୍ତି କରୁ । ସେ ଦିନେ ଜିସୁକିରିସ୍ଟ ଜେକି ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ, ତାର୍ ସବୁ ଡାକ୍ପୁଟା ସଙ୍ଗ୍ ଏ ଜଗତେ ବାଉଡିଆଇସି । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।