ତିତସ୍ 2:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା । အခန်းကိုကြည့်ပါ။ |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।