3 ସେନ୍ତାରିସେ ଡକ୍ରିମନ୍କେ ମିସା ସିକାଆ । ଜେନ୍ତିକି, ସେମନ୍ ସୁକଲ୍ ଚଲାଚଲ୍ତି କର୍ବାଇ । ତିପୁଲ୍ କାତା ନ କଇକରି, ମାତୁଆଲ୍ନିମନ୍ ନ ଅଇକରି, ତାର୍ ବାଦୁଲେ ବିନ୍ ଲକ୍ମନ୍କେ ନିକ ବିସଇ ସିକାଅତ୍ ।
ତାକର୍ ବିତ୍ରେ ସବୁରକାମର୍ କାରାପ୍ ବିସଇ, ଜନ୍ଟାମନ୍କି, କାରାପ୍ ଚିନ୍ତା କର୍ବାଟା, ବାନିଆ ଚିନ୍ତା କର୍ବାଟା, ଲବାଇବାଟା, ଲାଁଚ୍ ନେବାଟା, ତାକର୍ ତାକର୍ ବିତ୍ରେ ଇଁସାତଲା ଅଇବାଟା, ନର୍ ମରାଇବାଟା, କିରମାର ଅଇବାଟା, ନାଡାଇବାଟା, ଆଁକାର୍ କର୍ବାଟା ଆରି କୁଟ୍କାତା ଅଇବାଟା ବର୍ତି ଅଇଆଚେ ।
ଆମର୍ ମାପ୍ରୁର୍ ନାଉଁ ଦାରି ତାକେ ଡାକିନିଆ । କାଇକେବଇଲେ ଏନ୍ତାରି ଚଲାଚଲ୍ତି ବିସ୍ବାସିମନର୍ପାଇ ନିକ । ତାକେ କାଇଆଲେ ଲଡା ରଇଲେ ସାଇଜ କରା । କାଇକେବଇଲେ ସେ ମକେ ଆରି ବେସି ବିସ୍ବାସିମନ୍କେ ସାଇଜ କଲାଆଚେ ।
ମାତର୍ ତମର୍ ବିତ୍ରେ ବେସିଆ ଇସାବେ ରଇବା ଚଲାଚଲ୍ତି, କି କାଇ ରକାମର୍ ସୁକଲ୍ ନ ଅଇବାଟା କି ଲବ୍ ଅଇବାଟା ଆଚେ, ବଲି ବିନ୍ ଲକ୍ମନ୍ ନ କଅତ୍ । କାଇକେବଇଲେ ଏଟା ସବୁ ପର୍ମେସରର୍ ସୁକଲ୍ ଲକ୍ମନ୍ କର୍ବା ଟିକ୍ ବିସଇ ନଏ ।
ସେନ୍ତାରିସେ ତାକର୍ ମାଇଜିମନ୍ ମିସା ବିନ୍ଲକର୍ ସନ୍ମାନ୍ ପାଇଲା ପାରା ଚଲାଚଲ୍ତି କରତ୍ । ସେମନ୍ ତିପୁଲ୍ କାତା କଇବାର୍ ନାଇ । ତାର୍ ବାଦୁଲେ ନିଜେ ଜାଗ୍ରତ୍ ରଇବାର୍ ଆଚେ । ସେମନ୍ ସତ୍ ଲକ୍ ବଲି ବିନ୍ ଲକ୍ ଆସା କର୍ବାର୍ ଆଚେ ।
ସେନ୍ତାରିସେ ମଣ୍ଡଲିର୍ ସେବା କରୁମନ୍ ମୁକିଅର୍ ପାରା ସବୁ ଲକର୍ଟାନେଅନି ସନ୍ମାନ୍ ପାଇବା ଲକ୍ ରଇବାର୍ ଆଚେ । ସେମନ୍ ସତ୍ ବାବେ ଚଲାଚଲ୍ତି କର୍ବାର୍ ଆଚେ । ମଦୁଆ ଲକ୍ ଅଇ ରଇବାର୍ ନାଇ । ଡାବୁକାସୁର୍ ପାଇ ଆସା ନ ରଇବାର୍ ଆଚେ ।
ଆରି ଚୁଚା ପାନି ନ କାଇକରି ତର୍ ପେଟର୍ ଲାଗି ଅଲପ୍ ଅଙ୍ଗୁର୍ ମଦ୍ ମିସା କାଆ । କାଇକେବଇଲେ ତୁଇତା ସବୁବେଲେ ନିକ ରଉସ୍ ନାଇ ।
ବିନ୍ ବିସ୍ବାସିମନ୍କେ ଜତନ୍ କର୍ବାକେ ଦାଇତ୍ ଇସାବେ ପର୍ମେସର୍ ଗଟେକ୍ ପାର୍ଚିନ୍କେ ଦେଲାଆଚେ । ତେବର୍ ପାଇ ଜନ୍ ମଣ୍ଡଲିର୍ ପାର୍ଚିନ୍କେ ତୁଇ ବାଚ୍ସୁ, ତାକେ କାଇ ଦସ୍ ନ ରଅ । ସେ ବଡ୍ପନିଆ ନ ରଇବାର୍, ଦାପ୍ରେ ରିସା ନ ଅଇବାର୍, ମଦୁଆ ନ ରଇବାର୍, ବିନ୍ ଲକର୍ ସଙ୍ଗ୍ କିରଜାଟି ନ ଅଇବାର୍, ଡାବୁକେ ଆସା ନ କର୍ବାର୍ ।
ଏନ୍ତାରି କଲେ ସେମନର୍ ଟାନେଅନି ଦାଙ୍ଗ୍ଡିମନ୍ ନିକ ଚଲାଚଲ୍ତି କର୍ବାଟା ସିକ୍ବାଇ । ସେମନ୍ ପର୍ତୁମ୍ ନିଜର୍ ମୁନୁସ୍କେ ଆରି ପିଲାଟକିମନ୍କେ ଆଲାଦ୍ କର୍ବାଟା ସିକତ୍ ।
ତମେ ବିସ୍ବାସ୍ କରି ବେସିଦିନ୍ ଅଇଗାଲା ଆଚେ । ଆରି ଏବେ ତମେ ତମର୍ ସଙ୍ଗାରିମନ୍କେ ସିକାଇବାର୍ ରଇଲା । ମାତର୍ ପର୍ମେସରର୍ ପର୍ତୁମ୍ ସିକିଆ ତମ୍କେ ଏବେ ସିକାଇବାକେ ଲକର୍ ଲଡାଆଚେ । ତମେ ଗଟେକ୍ ଦୁଦ୍ କାଇବା ପିଲାର୍ପାରା ଆଚାସ୍ । କାଇକେବଇଲେ ଆଁଟ୍ଟା ମନ୍ କାତ୍ରି ନାପାରାସ୍ ।
ମାତର୍ ତମର୍ ଚଲାଚଲ୍ତିତେଇ ଗଟେକ୍ ବିସଇ ମର୍ ମନ୍କେ ଜାଏନାଇ । ସେ ଜେଜେବଲ୍ ନାଉଁର୍ ମାଇଜିକେ ତମର୍ ଦଲେ ମିସାଇଲାସ୍ । ମୁଇ ନିଜେ ପର୍ମେସରର୍ ଦୁତ୍ ବଲାଇଅଇଲାନି । ମର୍ ଗତିଦାଙ୍ଗ୍ଡାମନ୍କେ ସେ ବେସିଆ କାମ୍ କର୍ବାକେ ସିକାଇଲାନି । ମୁର୍ତିମନ୍କେ ସର୍ପିଦେଇରଇବା କାଦି ମିସା କାଇବାକେ କଇଲାନି ।