4 ଏନ୍ତାରି କଲେ ସେମନର୍ ଟାନେଅନି ଦାଙ୍ଗ୍ଡିମନ୍ ନିକ ଚଲାଚଲ୍ତି କର୍ବାଟା ସିକ୍ବାଇ । ସେମନ୍ ପର୍ତୁମ୍ ନିଜର୍ ମୁନୁସ୍କେ ଆରି ପିଲାଟକିମନ୍କେ ଆଲାଦ୍ କର୍ବାଟା ସିକତ୍ ।
ଡକ୍ରି ନ ରଇବା ରାଣ୍ଡିମନ୍କେ ରାଣ୍ଡି ଇସାବେ ଲେକା କର୍ ନାଇ । କାଇକେବଇଲେ ସେମନ୍ ରାଣ୍ଡି ଇସାବେ କିରିସ୍ଟକେ ସେବା କର୍ବି ବଲି କାତା ଦେଇରଇଲେ ମିସା, ମୁନୁସର୍ ସଙ୍ଗ୍ ରଇବି ବଲି ମନ୍ ଆଇଲେ, ଆଗ୍ତୁ ଦେଇରଇବା କାତା ପାସ୍ରିଜାଇ ଆରିତରେକ୍ ବିବା ଅଇବାକେ ମନ୍ କର୍ବାଇ ।
ତେବର୍ପାଇ ଡକ୍ରି ନ ରଇବା ରାଣ୍ଡିମନ୍କେ ମୁଇ ତିଆର୍ଲିନି, ଆରିତରେକ୍ ଗର୍ ବସାଇ ପିଲାଟକିର୍ ଜତନ୍ କରା । ସେନ୍ତାରି କଲେ ଆମର୍ ବିରଦିମନ୍ ଆମ୍କେ ନିନ୍ଦା ନ କରତ୍ ।
ବଇସେ ବଡ୍ ରଇବା ମାଇଜିମନ୍କେ ନିଜର୍ ମାଆ ପାରା ଆରି ଦାଙ୍ଗ୍ଡିମନ୍କେ ନିଜର୍ ବଇନି ପାରା ମାନିକରି ର । ସେମନ୍କେ ମନେ ମନେ ମିସା ପାପ୍ ଇସାବେ ଦେକ୍ନାଇ ।
ସେନ୍ତାରିସେ ଡକ୍ରିମନ୍କେ ମିସା ସିକାଆ । ଜେନ୍ତିକି, ସେମନ୍ ସୁକଲ୍ ଚଲାଚଲ୍ତି କର୍ବାଇ । ତିପୁଲ୍ କାତା ନ କଇକରି, ମାତୁଆଲ୍ନିମନ୍ ନ ଅଇକରି, ତାର୍ ବାଦୁଲେ ବିନ୍ ଲକ୍ମନ୍କେ ନିକ ବିସଇ ସିକାଅତ୍ ।
ନିଜେ ଜାଗ୍ରତ୍ ଅଇକରି ମୁନୁସ୍ମନ୍କେ ସୁକଲ୍ ଚଲାଚଲ୍ତି କରି, ନିଜର୍ ଗର୍ଦୁଆର୍ ଚାଲାଇକରି, ବିନ୍ ଲକ୍ମନ୍କେ ଦୟା ଦେକାଇକରି ଆରି ନିଜର୍ ମୁନୁସର୍ କାତା ମାନିକରି ରଇବାକେ ସିକା । ସେନ୍ତାର୍ କଲେ ପର୍ମେସର୍ ଆମ୍କେ ସର୍ପି ଦେଲା କବର୍ କେ ମିସା ନିନ୍ଦା ନ କରତ୍ ।