ତିତସ୍ 2:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଜେତ୍କି ବିସଇ ସିକାଇଲୁସ୍ନି, ସେ ସବୁ ବିସଇ ସତ୍ ରଅ ଜେନ୍ତାରିକି ଲକ୍ମନ୍ ନିନ୍ଦା କରିନାପାରତ୍ । ଜେତ୍କି ଲକ୍ ଜିସୁକିରିସ୍ଟର୍ପାଇ ତୁଇ କର୍ବା କାମ୍ ବିରଦ୍ କଲାଇନି, ସେମନ୍ ସବୁ ଲାଜ୍ ଅଇଜିବାଇ । କାଇକେବଇଲେ ଆମ୍କେ ନିନ୍ଦା କର୍ବାକେ ତାକର୍ଟାନେ କାଇଟା ନ ରଏ । အခန်းကိုကြည့်ပါ။ |