ତିତସ୍ 3:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ସେଟାକେ ଚାଡି କିରତେରଇବା ଆମର୍ ସବୁ ବିସ୍ବାସି ବାଇବଇନିମନ୍, ଦରମ୍ କାମ୍ କର୍ବାଟା ନ ଚାଡିକରି, ପାଇଟିକାବାଡ୍ କର୍ତେରଅତ୍ । ସେନ୍ତାରି କଲେ, ଅବାବେ ରଇଲା ଲକ୍ମନ୍କେ ଦେଇପାର୍ବାଇ । ଆରି ବିସ୍ବାସିମନ୍ ବେକାର୍ ଜିବନ୍ ନ ବିତାଅତ୍ । အခန်းကိုကြည့်ပါ။ |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।