ତିତସ୍ 3:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ବିନ୍ ଲକର୍ ବିସଇ ମିଚ୍ ନ କଇ ସବୁର୍ ସଙ୍ଗ୍ ସାନ୍ତିସଙ୍ଗ୍, ଆଲାଦେ, ମନ୍ବିତ୍ରେ ଦରମ୍ରଇ ମିସିବିଡି ରଅତ୍ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।
ତାକର୍ ପାପର୍ ଗୁନ୍ଚଲନ୍ ଇସାବେ ଚଲାଚଲ୍ତିକରି ଲାଜର ବିସଇ କର୍ବା ଲକ୍ମନ୍କେ ସେ ବେସି ବଡ୍ ଡଣ୍ଡ୍ ଦେଇସି । ତାକର୍ ଉପ୍ରେ ସାସନ୍ କର୍ବାକେ ପର୍ମେସରର୍ ଜନ୍ ଅଦିକାର୍ ଆଚେ, ସେଟା ସେମନ୍ ନିଚ୍ଲାଇନି । ଏନ୍ତାରି ମିଚ୍ ସିକାଉ ଆଁକ୍ରିଆମନ୍, ନିଜର୍ ମନ୍କେ ଆଇଲାଟା କର୍ବାକେ ଡରତ୍ ନାଇ । ସର୍ଗେ ମଇମାସଙ୍ଗ୍ ରଇବାଟାମନ୍କେ ମିସା ନିନ୍ଦା କର୍ବାଇ ।