ତିତସ୍ 3:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।