ତିତସ୍ 3:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ପର୍ମେସର୍ ଆମ୍କେ ତାର୍ ପିଲାଟକି କର୍ବାକେ ଏନ୍ତାରି କଲା ଆଚେ । ତାର୍ସଙ୍ଗ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚ୍ବାକେ ଆମେ ଆସା କର୍ବାର୍ ଅଇସି । ଆମର୍ପାଇ ରଇବା ତାର୍ ବଡ୍ ଦୟାର୍ଲାଗି, ତାର୍ ମୁଆଟେ ଦସି ଇସାବେ ନ ଦେକେ । ପର୍ମେସର୍ ଆମ୍କେ କାଇ ଦସ୍ ନ କଲା ଲକ୍ବଲି ଜାନାଇଆଚେ । အခန်းကိုကြည့်ပါ။ |
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।