ତିତସ୍ 3:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ ଜନ୍ ଲକ୍ମନ୍ କାଇ ଲଡାକେ ନ ଆଇବା ବିସଇର୍ପାଇ ଦଦାପେଲା ଅଇବାଇ, ଆରି ତାକର୍ କୁଟୁମର୍ ଆନିଦାଦିମନର୍ ବିସଇ କଇ ଲାଗିରଇବାଇ, ଚୁଚାଇ ଚୁଚାଇ ଦଦାପେଲା ଅଇବାଇ ଆରି ମସା ମିଲାଇରଇବା ରିତିନିତି ବିସଇନେଇ ଲାଗାଲାଗି ଅଇବାଇ, ସେନ୍ତାରିଟାନେ ପୁର୍ନାଇ । କାଇକେବଇଲେ ଏଟା କାକେ ଲଡାକେ ନ ଦେଏ, ଆରି ଚୁଚାଇସେ । အခန်းကိုကြည့်ပါ။ |