କଲସିଅ 3 - ସତିଅର୍ ବାଟ୍ ନୁଆ ନିୟମ୍ 20201 କିରିସ୍ଟର୍ ସଙ୍ଗ୍ ମରିରଇଲାର୍ ପାଇ ଆରି ତାର୍ ସଙ୍ଗ୍ ନୁଆଜିବନ୍ ପାଇ ପର୍ମେସର୍ ତମ୍କେ ଉଟାଇଲାର୍ପାଇ ସର୍ଗେ ରଇବା ବିସଇ ଦେକ୍ତେରୁଆ । ତେଇ କିରିସ୍ଟ ପର୍ମେସରର୍ ଉଜାବାଟେ ବସିଆଚେ । 2 ଏ ଜଗତର୍ ବିସଇ ନ ବାବିକରି ସରଗର୍ ବିସଇ ଚିନ୍ତାକରା । 3 କାଇକେବଇଲେ ତମେ ମରିକରି ପର୍ମେସରର୍ ମୁଆଟେ କିରିସ୍ଟର୍ ସଙ୍ଗ୍ ମିସିରଇବା ଜିବନ୍ ବିତାଇଲାସ୍ନି । ସେ ଜିବନ୍ ଲୁଚିକରିଆଚେ । 4 କିରିସ୍ଟ ଅଇଲାନି ତମର୍ ଜିବନ୍ । ସେ ବାଅଡ୍ଲାବେଲେ ତମେ ମିସା ସବୁର୍ ଦେକ୍ତେ ତାର୍ ମଇମାତେଇ ମିସ୍ସା । ପୁର୍ନା ଆରି ନୁଆ ଜିବନ୍ 5 ତମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ପାପ୍ କାମ୍ କର୍ତେରଇଲାସ୍, ସେଟାମନ୍ ଆରି କରାନାଇ । ଜେନ୍ତାରି କି ବେସିଆ କାମ୍, ସୁକଲ୍ ନ ରଇବା ଚଲାଚଲ୍ତି, ଗାଗଡର୍ ଲାଲ୍ସାଅଇବାଟା, କାରାପ୍ ବିସଇ ମନ୍ କର୍ବାଟା, ଆରି ଲବ୍ ଅଇବାଟା, ଏ ସବୁ ବିସଇ ପୁତ୍ଲାମନ୍କେ ଜୁଆର୍ କର୍ବାଟା ସଙ୍ଗ୍ ସମାନ୍ । 6 ଏ ସବୁ କାମେ ବୁଡିକରି ଜନ୍ଲକ୍ମନ୍ ପର୍ମେସରର୍ କାତା ନ ମାନତ୍, ସେମନ୍କେ ତାର୍ ବଡ୍ ରିସା ଆଇସି । 7 ପୁର୍ବେ ତମେ ମିସା ଏ ସବୁ କାମେ ମିସି ରଇକରି ସେନ୍ତାରି ଚଲାଚଲ୍ତି କର୍ତେରଇଲାସ୍ । 8 ମାତର୍ ଏବେ ସେନ୍ତାରି ବିସଇ କରା ନାଇ । ଜେନ୍ତିକି ରିସା ଅଇବାଟା, ଇସାତଲା କର୍ବାଟା, ବିନ୍ଲକ୍କେ ଗିନ୍ କର୍ବାଟା, ନିନ୍ଦାକାତା କଇବାଟା, ଆରି ପିଟ୍ତେ କାତାକଇବାଟା ଚାଡିଦିଆସ୍ । 9 ନିଜର୍ ନିଜର୍ ବିତ୍ରେ ମିଚ୍ କାତା କୁଆବଲା ଉଆନାଇ । କାଇକେ ବଇଲେ ତମେ ପୁର୍ନା ଗୁନ୍ଚଲନର୍ ସବୁ ଅବିଆସ୍ ଚାଡିଦେଇକରି, 10 ନୁଆ ଚଲାଚଲ୍ତି ଆରାମ୍କରି ଆଚାସ୍ । ପର୍ମେସର୍ ତମ୍କେ ଦେଇରଇବା ଏ ନୁଆ ଚଲାଚଲ୍ତିତେଇ ତମେ ତାର୍ ବିସଇ ଅଦିକ୍ ଅଦିକ୍ ଜାନ୍ସା ଆରି ତାର୍ପାରା ଅଦିକ୍ ଅଦିକ୍ ଅଇଆଇସା । 11 ତମେ ଜିଉଦି ଲକ୍ ଉଆ କି ଜିଉଦି ନ ଅଇଲା ଲକ୍ ଉଆ, ସୁନତ୍ ଅଇଲାଲକ୍ କି ସୁନତ୍ ନ ଅଇଲା ଲକ୍, ଦାପ୍ରେ ରିସା ଅଇ ମାରିମରାଇବା ଲକ୍ କି ବିନ୍ ଦେସର୍ ଗତିଦାଙ୍ଗ୍ଡା କି ମୁକ୍ଲାଇଲା ଲକ୍, ସେଟା କାଇଟା ନଏଁ । ମାତର୍ କିରିସ୍ଟ ସବୁର୍ଟାନେ ଆଚେ ଆରି ସେ ଆକା ସବୁର୍ ଉପ୍ରେ ସାସନ୍ କଲାନି । 12 ତେବେ ପର୍ମେସର୍ ତମ୍କେ ତାର୍ ଲକ୍ ଅଇବାକେ ବାଚିରଇଲାର୍ ପାଇ ଆରି ତମ୍କେ ଆଲାଦ୍ କରି ସୁକଲ୍ ଲକ୍ ଅଇବାକେ ବେଗ୍ଲାଇଲାର୍ ପାଇ, ଦୟା ଦେକାଇବାକେ, ଦରମ୍ ଅଇବାକେ, ନିଚ୍ ଅଇବାକେ, ସୁଆଲ୍ ଅଇବାକେ, ମୁର୍ଚିକରି ରଇବାକେ ଜାଗ୍ରତ୍ ଉଆ । 13 ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ । 14 ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି । 15 ତମେ ସବୁଲକ୍ ଗଟେକ୍ ଗାଗ୍ଡେ ରଇବା ବିନ୍ ବିନ୍ଟା ଅଇଲାର୍ ପାଇ, କର୍ବା ସବୁ କାମେ କିରିସ୍ଟ ତମ୍କେ ବାଟ୍ ଦେକାଅ । ସେ ତମ୍କେ ସାନ୍ତି ଦେଲା ଆଚେ । ତମେ ସାନ୍ତି ସଙ୍ଗ୍ ରଇବାକେ ସେ ତମ୍କେ ବାଚ୍ଲାଆଚେ । ଆରି ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ । 16 କିରିସ୍ଟର୍ ବାକିଅ ଦିଆନ୍କରି ଲାଗିରୁଆ । ତମର୍ ତମର୍ ବିତ୍ରେ ସିକିକରି ଜାଗ୍ରତ୍ ଅଇରୁଆ । ଏଟା ଗିଆନ୍ ସଙ୍ଗ୍ କରା । ଗିତ୍ ସଙ୍ଗିତା ବଇର୍ ଗିତ୍ମନ୍, ବିନ୍ ଗିତ୍ମନ୍ ଆରି ସୁକଲ୍ ଗିତ୍ମନ୍ କଇତେରୁଆ । ମନ୍ବିତ୍ରେ ଦନିଅବାଦ୍ କଇକରି ପର୍ମେସର୍କେ ଗିତ୍ କଇତେରୁଆ । 17 ତମେ କାଇଟା ମିସା କଇଲେ କି କଲେ, ସେ ସବୁ ମାପ୍ରୁ ଜିସୁର୍ ନାଉଁଦାରି ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ । ନୁଆ ଜିବନର୍ 18 ଏ ମାଇଜିମନ୍, ତମେ ନିଜର୍ ନିଜର୍ ମୁନୁସ୍ମନର୍ କାତା ମାନିକରି ରୁଆ । ଜିସୁ କିରିସ୍ଟର୍ ସଙ୍ଗ୍ ମିସିରଇଲାର୍ ପାଇ ଏନ୍ତାରି କର୍ବାଟା ନିକ । 19 ଏ ମୁନୁସ୍ମନ୍, ତମେ ନିଜର୍ ନିଜର୍ ମାଇଜିମନ୍କେ ଆଲାଦ୍ କରି ଦରମ୍ ଉଆ । 20 ଏ ପିଲାଟକିମନ୍, ତମର୍ ଆୟାବାବାର୍ କାତା ମାନିକରି ରୁଆ । ସେଟା ପର୍ମେସର୍କେ ସାର୍ଦା କରାଇସି । 21 ଏ ଆୟା ବାବାମନ୍, ତମର୍ ପିଲାଟକିମନ୍କେ ସବୁବେଲେ ଲାଗିକରି ମନ୍ ବାଙ୍ଗାଆ ନାଇ । 22 ଏ ଗତିଦାଙ୍ଗ୍ଡାମନ୍, ତମେ କରିରଇବା ସବୁକାମ୍ଟାନେ ତମର୍ ଜଗତେରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍ ତମର୍ କାମ୍ ଦେକି ବଲ୍ ବଲ୍ବାକେ ନାଇ ମାତର୍ ମାପ୍ରୁକେ ଡରିକରି ସତ୍ ମନେ ରଇ ସବୁ କାମ୍ କରା । 23 ତମେ ଜାଇଟା କଲେମିସା ପୁରାପୁରୁନ୍ ମନ୍, ଦିଆନ୍, ଜିବନ୍, ପରାନ୍ ଦେଇ ମାପ୍ରୁର୍ପାଇ କଲା ଇସାବେ କରା । ଲକ୍ମନର୍ ପାଇ କାମ୍ କଲାପାରା କରାନାଇ । 24 କାଇକେବଇଲେ ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି ଆରି ତାର୍ ଲକ୍ମନ୍କେ ସେ ଦେବି ବଲି କାତା ଦେଇରଇବା ସବୁ ଆସିର୍ବାଦ୍ ତମେ ପାଇସା ବଲି ଜାନିଆଚାସ୍ । ତମେ ସେବା କର୍ବା ସାଉକାର୍ କିରିସ୍ଟ, ବଲି ଏତାଇରୁଆ । 25 ଜଦି କେ ମିସା ବୁଲ୍ କାମ୍ କରି ଲାଗିରଇଲେ, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ଆରି ସେ ସବୁଲକ୍କେ ସମାନ୍ ନାପ୍ବା ଡାଙ୍ଗ୍ସଙ୍ଗ୍ ବିଚାର୍ କର୍ସି । |
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020