ଫିଲିପୀୟ 1:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ, Onani mutuwoପବିତ୍ର ବାଇବଲ (Re-edited) - (BSI)27 ମୋହର ଏହିମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ଵରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ଵାସ ନିମନ୍ତେ ଏକ ପ୍ରାଣରେ ଏକ ସଙ୍ଗରେ ଉଦ୍ୟମ କରୁଅଛ, Onani mutuwoଓଡିଆ ବାଇବେଲ27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ, Onani mutuwoପବିତ୍ର ବାଇବଲ (CL) NT (BSI)27 ମୁଁ ତୁମ୍ଭମାନଙ୍କୁ ଦେଖିପା ପାଇଁ ଯିବାକୁ ସମର୍ଥ ହୁଏ ଅବା ନ ହୁଏ, ବର୍ତ୍ତମାନ ପ୍ରଧାନ ବିଷୟ ହେଉଛି, ତୁମ୍ଭମାନଙ୍କର ଜୀବନ ପ୍ରଣାଳୀ ଯେପରି ଖ୍ରୀଷ୍ଟଙ୍କ ସୁସମାଚାରର ଅନୁରୂପ ହେବ - ମୁଁ ଯେପରି ଶୁଣିବି, ତୁମ୍ଭେମାନେ ଏକ ଉଦ୍ଦେଶ୍ୟ ନେଇ ଦୃଢ଼ ରୂପେ ଠିଆ ହୋଇଛ ଓ ଏକ ଆକାଂକ୍ଷା ନେଇ ସୁସମାଚାର ବିଶ୍ୱାସ ନିମନ୍ତେ ଏକକ ସଂଗ୍ରାମ କରୁଛ। Onani mutuwoପବିତ୍ର ବାଇବଲ27 ଖ୍ରୀଷ୍ଟଙ୍କ ସୁସମାଗ୍ଭର ଯୋଗ୍ୟ ଜୀବନଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହା ଦ୍ୱାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂରରେ ଥାଏ; ତୁମ୍ଭ ବିଷୟରେ ଶୁଣିବି ଯେ ତୁମ୍ଭେମାନେ ଏକ ଉଦ୍ଦେଶ୍ୟରେ, ଏକମନ ହୋଇ, ସୁସମାଗ୍ଭରରୁ ଉତ୍ପନ୍ନ ବିଶ୍ୱାସ ପାଇଁ ଦୃଢ଼ ଭାବରେ କାର୍ଯ୍ୟ କରୁଛ। Onani mutuwo |