ଫିଲିପୀୟ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି। Onani mutuwoପବିତ୍ର ବାଇବଲ (Re-edited) - (BSI)7 ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି। Onani mutuwoଓଡିଆ ବାଇବେଲ7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି । Onani mutuwoପବିତ୍ର ବାଇବଲ (CL) NT (BSI)7 ତୁମ୍ଭେମାନେ ସବୁବେଳେ ମୋ’ ଅନ୍ତରରେ ଅଛ; ତେଣୁ ତୁମ୍ଭମାନଙ୍କ ବିଷୟରେ ଏହିପରି ଅନୁଭବ କରିବା ମୋ’ ପକ୍ଷରେ ଯଥାର୍ଥ। ମୁଁ ସ୍ୱାଧୀନ ଥିବା ସମୟରେ ଓ ବର୍ତ୍ତମାନ ଏହି ବନ୍ଦୀ ଅବସ୍ଥାରେ ସୁସମାଚାରର ପ୍ରତିଷ୍ଠା ଓ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ ଈଶ୍ୱର ମୋତେ ଯେଉଁ ସୁଯୋଗ ଦେଇଛନ୍ତି, ତୁମ୍ଭେମାନେ ସମସ୍ତେ ଏହାର ଅଂଶୀ ହୋଇଅଛ। Onani mutuwoପବିତ୍ର ବାଇବଲ7 ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ। Onani mutuwo |