ଫିଲିପୀୟ 1:29 - ପବିତ୍ର ବାଇବଲ29 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କେବଳ ପରମେଶ୍ୱର ତୁମ୍ଭକୁ ସୁଯୋଗ ଦେଇଛନ୍ତିା ତାହା ଯଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ୟ ତୁମ୍ଭମାନଙ୍କୁ ସୁଯୋଗ ଦେଇଛନ୍ତି। ଏହି ଉଭୟ ବିଷୟ ଯୀଶୁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରେ। Onani mutuwoପବିତ୍ର ବାଇବଲ (Re-edited) - (BSI)29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ଵାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦତ୍ତ ହୋଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦତ୍ତ ହୋଇଅଛି; Onani mutuwoଓଡିଆ ବାଇବେଲ29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି; Onani mutuwoପବିତ୍ର ବାଇବଲ (CL) NT (BSI)29 କେବଳ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ନୁହେଁ, ତାଙ୍କ ନିମନ୍ତେ କ୍ଲେଶଭୋଗ କରିବା ଦ୍ୱାରା ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସେବା କରିବା ପାଇଁ ସୁଯୋଗ ଦିଆଯାଇଛି। Onani mutuwoଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି; Onani mutuwo |