ଫିଲିପୀୟ 2:12 - ପବିତ୍ର ବାଇବଲ12 ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର। Onani mutuwoପବିତ୍ର ବାଇବଲ (Re-edited) - (BSI)12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, Onani mutuwoଓଡିଆ ବାଇବେଲ12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, Onani mutuwoପବିତ୍ର ବାଇବଲ (CL) NT (BSI)12 ତେଣୁ ପ୍ରିୟ ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ତୁମ୍ଭେମାନେ ଯେପରି ସବୁବେଳେ ମୋର ଆଜ୍ଞାଧୀନ ଥିଲ, ବର୍ତ୍ତମାନ ମୁଁ ତୁମଠାରୁ ଦୂରରେ ଥିବା ସମୟରେ ଅଧିକ ବିଶ୍ୱସ୍ତ ଭାବରେ ମୋର ବାଧ୍ୟ ହେବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ତୁମର ପରିତ୍ରାଣ ସାଧନ ଯେପରି ସମ୍ପୂର୍ଣ୍ଣ ହୁଏ, ଏଥିନିମନ୍ତେ ଭୟ ଓ ପ୍ରକମ୍ପ ସହ କାର୍ଯ୍ୟ କରିଯାଅ। Onani mutuwoଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, Onani mutuwo |