ଫିଲିପୀୟ 2:9 - ପବିତ୍ର ବାଇବଲ9 ଖ୍ରୀଷ୍ଟ ପରମେଶ୍ୱରଙ୍କ ବାଧ୍ୟ ହେଲେ, ତେଣୁ ପରମେଶ୍ୱର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ୱର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ। Onani mutuwoପବିତ୍ର ବାଇବଲ (Re-edited) - (BSI)9 ଏହି କାରଣରୁଈଶ୍ଵର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, Onani mutuwoଓଡିଆ ବାଇବେଲ9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, Onani mutuwoପବିତ୍ର ବାଇବଲ (CL) NT (BSI)9 ଏଥିଯୋଗୁଁ ଈଶ୍ୱର ତାଙ୍କୁ ସର୍ବୋଚ୍ଚ ଉଦ୍ଧ୍ୱର୍ସ୍ଥାନକୁ ଉତ୍ଥାପିତ କରିଛନ୍ତି ଏବଂ ଅନ୍ୟ ସମସ୍ତଙ୍କର ନାମ ଅପେକ୍ଷା ମହତ୍ତର ନାମ ତାଙ୍କୁ ଦେଇଛନ୍ତି। Onani mutuwoଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, Onani mutuwo |