ଫିଲିପୀୟ 4:16 - ପବିତ୍ର ବାଇବଲ16 ଥେସଲନୀକୀ ନଗରରେ ଥିଲାବେଳେ ତୁମ୍ଭେମାନେ ଅନେକ ଥର ମୋର ଆବଶ୍ୟକତା ପୂରଣ କରିବାକୁ ଜିନିଷମାନ ପଠାଇଛ। Onani mutuwoପବିତ୍ର ବାଇବଲ (Re-edited) - (BSI)16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ। Onani mutuwoଓଡିଆ ବାଇବେଲ16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ । Onani mutuwoପବିତ୍ର ବାଇବଲ (CL) NT (BSI)16 ମୁଁ ଥେସଲନିକୀରେ ଥିବା ସମୟରେ ତୁମ୍ଭେମାନେ ବହୁ ବାର ମୋ’ ପାଖକୁ ଆବଶ୍ୟକୀୟ ସାହାଯ୍ୟ ପଠାଇଥିଲ। Onani mutuwoଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ। Onani mutuwo |