ଫିଲିପୀୟ 4:8 - ପବିତ୍ର ବାଇବଲ8 ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର। Onani mutuwoପବିତ୍ର ବାଇବଲ (Re-edited) - (BSI)8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର। Onani mutuwoଓଡିଆ ବାଇବେଲ8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର । Onani mutuwoପବିତ୍ର ବାଇବଲ (CL) NT (BSI)8 ପରିଶେଷରେ, ଭାଇମାନେ, ଯେଉଁ ସମସ୍ତ ବିଷୟ ସତ୍ ଓ ପ୍ରଶଂସ୍ୟ, ଯାହା ସବୁ ସତ୍ୟ ଓ ମହତ୍, ଯାହା ଯଥାର୍ଥ, ବିଶୁଦ୍ଧ, ପ୍ରୀତିକର ଓ ସମ୍ମାନଜନକ, ସେ ସବୁ ତୁମ୍ଭମାନଙ୍କର ଚିନ୍ତନୀୟ ବିଷୟ ହେଉ। Onani mutuwoଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର। Onani mutuwo |