ଫିଲିପୀୟ 3:17 - ଓଡିଆ ବାଇବେଲ17 ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର । Onani mutuwoପବିତ୍ର ବାଇବଲ (Re-edited) - (BSI)17 ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର। Onani mutuwoପବିତ୍ର ବାଇବଲ (CL) NT (BSI)17 ହେ ଭାଇମାନେ, ମୋତେ ଅନୁକରଣ କର। ଆମେ ରଖିଥିବା ଆଦର୍ଶ ଅନୁଯାୟୀ ଯେଉଁମାନେ ଆଚରଣ କରୁଛନ୍ତି, ସେମାନଙ୍କୁ ଲକ୍ଷ୍ୟ କର। Onani mutuwoଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର। Onani mutuwoପବିତ୍ର ବାଇବଲ17 ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମୋ’ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦେଖାଇଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସେହି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସେମାନଙ୍କୁ ଅନୁସରଣ କର। Onani mutuwo |