ଫିଲିପୀୟ 3:7 - ଓଡିଆ ବାଇବେଲ7 କିନ୍ତୁ ଯାହାସବୁ ମୋ' ପକ୍ଷରେ ଲାଭଜନକ ଥିଲା, ସେହି ସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି । Onani mutuwoପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି। Onani mutuwoପବିତ୍ର ବାଇବଲ (CL) NT (BSI)7 କିନ୍ତୁ ଯେଉଁ ସମସ୍ତ ବିଷୟ ଲାଭଜନକ ବୋଲି ମୁଁ ମନେ କରୁଥିଲି, ତାହାକୁ ବର୍ତ୍ତମାନ ଖ୍ରୀଷ୍ଟଙ୍କ ନିମନ୍ତେ ମୁଁ କ୍ଷତିକାରକ ମନେ କରୁଛି। Onani mutuwoଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି। Onani mutuwoପବିତ୍ର ବାଇବଲ7 ସମୟ ଥିଲା, ଯେତେବେଳେ ଏଗୁଡ଼ିକ ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହେତୁ ସେଗୁଡ଼ିକର କିଛି ମୂଲ୍ୟ ନାହିଁ। Onani mutuwo |