A Bíblia On-line

- Anúncios -




2 ବଂଶାବଳୀ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

5 ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ଵେଷଣ କଲେ।

Veja o Capítulo Cópia de

ଓଡିଆ ବାଇବେଲ

5 ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।

Veja o Capítulo Cópia de

ପବିତ୍ର ବାଇବଲ

5 ହୁରଙ୍କ ପୁତ୍ର ଊରି, ଊରିଙ୍କ ପୁତ୍ର ବତ୍ସଲେଲ ଏକ ପିତ୍ତଳର ଯଜ୍ଞବେଦି ନିର୍ମାଣ କରିଥିଲେ। ଏହି ପିତ୍ତଳର ଯଜ୍ଞବେଦି ଗିବିୟୋନଠାରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖରେ ଥିଲା। ତେଣୁ ଶଲୋମନ ଏବଂ ଲୋକମାନେ ଗିବିୟୋନକୁ ସଦାପ୍ରଭୁଙ୍କ ପରାମର୍ଶ କରିବାକୁ ଗଲେ।

Veja o Capítulo Cópia de




2 ବଂଶାବଳୀ 1:5

Siga-nos em:

Anúncios


Anúncios