2 ବଂଶାବଳୀ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭକୁ କʼଣ ଦେବା, ତାହା ମାଗ।” Veja o Capítuloପବିତ୍ର ବାଇବଲ (Re-edited) - (BSI)7 ସେହି ରାତ୍ରି ପରମେଶ୍ଵର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ। Veja o Capítuloଓଡିଆ ବାଇବେଲ7 ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କ’ଣ ଦେବା, ତାହା ମାଗ। Veja o Capítuloପବିତ୍ର ବାଇବଲ7 ସେହି ରାତ୍ରିରେ ପରମେଶ୍ୱର ଶଲୋମନଙ୍କ ନିକଟକୁ ଆସିଲେ। ପରମେଶ୍ୱର କହିଲେ, “ଶଲୋମନ, ଆମ୍ଭେ ତୁମ୍ଭକୁ କ’ଣ ଦେବା ବୋଲି ତୁମ୍ଭେ ଗ୍ଭହଁ, ତାହା ଆମ୍ଭକୁ ମାଗ।” Veja o Capítulo |