A Bíblia On-line

- Anúncios -




2 ବଂଶାବଳୀ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏବେ, ହେ ସଦାପ୍ରଭୋ ପରମେଶ୍ୱର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

9 ଏବେ, ହେ ସଦାପ୍ରଭୋ ପରମେଶ୍ଵର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।

Veja o Capítulo Cópia de

ଓଡିଆ ବାଇବେଲ

9 ଏବେ, ହେ ସଦାପ୍ରଭୁ ପରମେଶ୍ୱର, ମୋ’ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।

Veja o Capítulo Cópia de

ପବିତ୍ର ବାଇବଲ

9 ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱର, ମୋର ବାପା ଦାଉଦଙ୍କୁ ଦେଇଥିବା ପ୍ରତିଜ୍ଞା ରକ୍ଷା କର। ଏକ ଅତି ବଡ଼ ଜାତିର ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କରିଅଛ। ସେଠାରେ ଅନେକ ଲୋକ ଅଛନ୍ତି ସେମାନେ ପୃଥିବୀର ଧୂଳି ସଦୃଶ।

Veja o Capítulo Cópia de




2 ବଂଶାବଳୀ 1:9

Siga-nos em:

Anúncios


Anúncios