ଏଫିସୀୟ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। Veja o Capítuloପବିତ୍ର ବାଇବଲ (Re-edited) - (BSI)10 ଯେପରି କାଳର ପୂର୍ଣ୍ଣତା ସମ୍ଵନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ଵର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। Veja o Capítuloଓଡିଆ ବାଇବେଲ10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। Veja o Capítuloପବିତ୍ର ବାଇବଲ (CL) NT (BSI)10 ସେହି ପରିକଳ୍ପନା ଅନୁଯାୟୀ ସ୍ୱର୍ଗ ଓ ପୃଥିବୀର ସମସ୍ତ ସୃଷ୍ଟ ବିଷୟ ଏକ ହେବ ଓ ଖ୍ରୀଷ୍ଟଙ୍କ ସେ ସବୁର ମସ୍ତକ ସ୍ୱରୂପ ରହିବେ। ଏହି ପରିକଳ୍ପନା ଈଶ୍ୱର ଉପଯୁକ୍ତ ସମୟରେ ସମ୍ପୂର୍ଣ୍ଣ କରିବେ। Veja o Capítuloପବିତ୍ର ବାଇବଲ10 ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ। Veja o Capítulo |