ଏଫିସୀୟ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, Veja o Capítuloପବିତ୍ର ବାଇବଲ (Re-edited) - (BSI)4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ଵର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, Veja o Capítuloଓଡିଆ ବାଇବେଲ4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ, Veja o Capítuloପବିତ୍ର ବାଇବଲ (CL) NT (BSI)4-5 କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଏତେ ପ୍ରଚୁର ଓ ଆମ ପ୍ରତି ତାଙ୍କ ପ୍ରେମ ଏତେ ମହାନ୍ ଯେ, ଆମ ଅବାଧ୍ୟତା ହେତୁ ଆମେ ଆଧ୍ୟାତ୍ମିକ ଭାବେ ମୃତ ଥିବା ସମୟରେ ସେ ଖ୍ରୀଷ୍ଟଙ୍କ ସହିତ ଆମକୁ ସଞ୍ଜୀବିତ କଲେ। ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ହିଁ ତୁମ୍ଭେମାନେ ପରିତ୍ରାଣ ପାଉଛ। Veja o Capítuloପବିତ୍ର ବାଇବଲ4 କିନ୍ତୁ ପରମେଶ୍ୱର ଆମ୍ଭକୁ ଅତିଶୟ ପ୍ରେମ କଲେ କାରଣ ତାହାଙ୍କ ଦୟା ଅତି ମହାନ୍। Veja o Capítulo |