ଯିରିମୀୟ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।” Veja o Capítuloପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ। Veja o Capítuloଓଡିଆ ବାଇବେଲ19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।” Veja o Capítuloପବିତ୍ର ବାଇବଲ19 ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି। Veja o Capítulo |