ଯିରିମୀୟ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା। Veja o Capítuloପବିତ୍ର ବାଇବଲ (Re-edited) - (BSI)2 ଆମୋନର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା। Veja o Capítuloଓଡିଆ ବାଇବେଲ2 ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା। Veja o Capítuloପବିତ୍ର ବାଇବଲ2 ଆମୋନଙ୍କ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। Veja o Capítulo |