ଗଣନା ପୁସ୍ତକ 1:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ। Veja o Capítuloପବିତ୍ର ବାଇବଲ (Re-edited) - (BSI)51 ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ। Veja o Capítuloଓଡିଆ ବାଇବେଲ51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ। Veja o Capítuloପବିତ୍ର ବାଇବଲ51 ଯେତେବେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାଯିବ, ଲେବୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣି ଥରେ ସ୍ଥାପନ କରିବା ଉଚିତ୍। ଲେବୀୟ ବ୍ୟତୀତ, ଅନ୍ୟ ଯେକେହି ସେଠାକୁ ଯାଏ, ତାକୁ ହତ୍ୟା କରାଯିବ। Veja o Capítulo |