ଫିଲିପୀୟ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, Veja o Capítuloପବିତ୍ର ବାଇବଲ (Re-edited) - (BSI)16 ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, Veja o Capítuloଓଡିଆ ବାଇବେଲ16 ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, Veja o Capítuloପବିତ୍ର ବାଇବଲ (CL) NT (BSI)16 ଏମାନେ ମୋ’ ପ୍ରତି ପ୍ରେମ ଯୋଗୁଁ ତାହା କରନ୍ତି। କାରଣ ସେମାନେ ଜାଣନ୍ତି ଯେ, ଈଶ୍ୱର ମୋତେ ସୁସମାଚାରର ସୁରକ୍ଷା ଦାୟତ୍ୱ ଦେଇଛନ୍ତି। Veja o Capítuloପବିତ୍ର ବାଇବଲ16 ସେମାନେ ପ୍ରେମ କରୁଥିବାରୁ ପ୍ରଗ୍ଭର କରୁଛନ୍ତି। ସେମାନେ ଜାଣନ୍ତି ଯେ, ସୁସମାଗ୍ଭରର ପକ୍ଷ ସମର୍ଥନ କରିବା ପାଇଁ ପରମେଶ୍ୱର ମୋତେ ଦାୟିତ୍ୱ ଦେଇଛନ୍ତି। Veja o Capítulo |