ଫିଲିପୀୟ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ। Veja o Capítuloପବିତ୍ର ବାଇବଲ (Re-edited) - (BSI)11 ପୁଣି, ପିତା ଈଶ୍ଵରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ଵା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ଵୀକାର କରିବ। Veja o Capítuloଓଡିଆ ବାଇବେଲ11 ପୁଣି, ପିତା ଈଶ୍ୱରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ। Veja o Capítuloପବିତ୍ର ବାଇବଲ (CL) NT (BSI)11 ପୁଣି ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ହିଁ ପ୍ରଭୁ ବୋଲି ପ୍ରକାଶ୍ୟରେ ସ୍ୱୀକାର କରି ପିତା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ। Veja o Capítuloପବିତ୍ର ବାଇବଲ11 ଅତଏବ ପ୍ରତ୍ୟେକ ଲୋକ, “ଯୀଶୁ ଖ୍ରୀଷ୍ଟ ଯେ ପ୍ରଭୁ” ଏହା ସ୍ୱୀକାର କରିବେ। ଏହା ସେମାନେ କହିବା ଦ୍ୱାରା ପିତା ପରମେଶ୍ୱରଙ୍କର ଗୌରବ ହେବ। Veja o Capítulo |