ଫିଲିପୀୟ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। Veja o Capítuloଓଡିଆ ବାଇବେଲ22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ' ସହିତ ସେବା କରିଥିଲେ । Veja o Capítuloପବିତ୍ର ବାଇବଲ (CL) NT (BSI)22 ତୁମେ ଜାଣ, ତୀମଥି କିପରି ତାଙ୍କର ଯୋଗ୍ୟତା ପ୍ରମାଣିତ କରିଛନ୍ତି, କିପରି ସେ ଆଉ ମୁଁ ପୁତ୍ର ଓ ପିତା ପରି ସୁସମାଚାର ପ୍ରଚାର କାର୍ଯ୍ୟରେ ମିଳିମିଶି ଉଦ୍ୟମ କରୁଛୁ। Veja o Capítuloପବିତ୍ର ବାଇବଲ22 ତୁମ୍ଭେମାନେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସେବା କରେ, ସେହିପରି ସେ ମୋ’ ସହିତ ସୁସମାଗ୍ଭର କହିବା ସମୟରେ ମୋର ସେବା କରିଛନ୍ତି; ଏ କଥା ତୁମ୍ଭେମାନେ ଜାଣ। Veja o Capítulo |