ଫିଲିପୀୟ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି। Veja o Capítuloପବିତ୍ର ବାଇବଲ (Re-edited) - (BSI)14 ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵରଙ୍କ ସ୍ଵର୍ଗୀୟ ଆହ୍ଵାନର ପଣ ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି। Veja o Capítuloଓଡିଆ ବାଇବେଲ14 ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି । Veja o Capítuloପବିତ୍ର ବାଇବଲ (CL) NT (BSI)14 ତେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହାୟତାରେ ଯେଉଁ ସ୍ୱର୍ଗୀୟ ଜୀବନ ଲାଭ କରିବା ପାଇଁ ଈଶ୍ୱର ମୋତେ ଆହ୍ୱାନ କରିଛନ୍ତି ସେହି ପୁରସ୍କାର ପ୍ରତି ଦୃଷ୍ଟି ରଖି ମୁଁ ଲକ୍ଷ୍ୟ ସ୍ଥଳଆଡ଼କୁ ଦୌଡ଼ୁଛି। Veja o Capítuloପବିତ୍ର ବାଇବଲ14 ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି। Veja o Capítulo |