ଫିଲିପୀୟ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି। Veja o Capítuloପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି। Veja o Capítuloଓଡିଆ ବାଇବେଲ7 କିନ୍ତୁ ଯାହାସବୁ ମୋ' ପକ୍ଷରେ ଲାଭଜନକ ଥିଲା, ସେହି ସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି । Veja o Capítuloପବିତ୍ର ବାଇବଲ (CL) NT (BSI)7 କିନ୍ତୁ ଯେଉଁ ସମସ୍ତ ବିଷୟ ଲାଭଜନକ ବୋଲି ମୁଁ ମନେ କରୁଥିଲି, ତାହାକୁ ବର୍ତ୍ତମାନ ଖ୍ରୀଷ୍ଟଙ୍କ ନିମନ୍ତେ ମୁଁ କ୍ଷତିକାରକ ମନେ କରୁଛି। Veja o Capítuloପବିତ୍ର ବାଇବଲ7 ସମୟ ଥିଲା, ଯେତେବେଳେ ଏଗୁଡ଼ିକ ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହେତୁ ସେଗୁଡ଼ିକର କିଛି ମୂଲ୍ୟ ନାହିଁ। Veja o Capítulo |