ଗୀତସଂହିତା 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। Veja o Capítuloପବିତ୍ର ବାଇବଲ (Re-edited) - (BSI)5 ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ। Veja o Capítuloଓଡିଆ ବାଇବେଲ5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। Veja o Capítuloପବିତ୍ର ବାଇବଲ5 ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ। ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ। Veja o Capítulo |