ଏଫିସୀୟ 1:9 - ପବିତ୍ର ବାଇବଲ (CL) NT (BSI)9 ଈଶ୍ୱର ତାଙ୍କ ଅସୀମ ଜ୍ଞାନ ଓ ଅନ୍ତର୍ଦୃଷ୍ଟି ଦ୍ୱାରା ଯାହା ସଙ୍କଳ୍ପ କରିଥିଲେ, ତାହା ସାଧନ କରିଛନ୍ତି ଏବଂ ତାହାକୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ସେ ଯେଉଁ ଗୁପ୍ତ ପରିକଳ୍ପନା କରିଥିଲେ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିଛନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)9 ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ଵ ଜ୍ଞାତ କରାଇ ଅଛନ୍ତି, Veja o Capítuloଓଡିଆ ବାଇବେଲ9 ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି, Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି, Veja o Capítuloପବିତ୍ର ବାଇବଲ9 ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ। Veja o Capítulo |