ଫିଲିପୀୟ 2:15 - ପବିତ୍ର ବାଇବଲ (CL) NT (BSI)15 ତାହାହେଲେ, ଏହି ଦୁର୍ନୀତିଗ୍ରସ୍ତ ଓ ପାପପୂର୍ଣ୍ଣ ଜଗତରେ ତୁମ୍ଭେମାନେ ଈଶ୍ୱରଙ୍କର ପବିତ୍ର ସନ୍ତାନସନ୍ତତି ପରି ନିର୍ଦ୍ଦୋଷ ଓ ଅମାୟିକ ଜୀବନ ଯାପନ କରିପାରିବ। Veja o Capítuloପବିତ୍ର ବାଇବଲ (Re-edited) - (BSI)15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ; Veja o Capítuloଓଡିଆ ବାଇବେଲ15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ୱରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ; Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ; Veja o Capítuloପବିତ୍ର ବାଇବଲ15 ତେବେ ଯାଇ ତୁମ୍ଭେ ନିର୍ଦ୍ଦୋଷ ହେବ ଓ ତୁମ୍ଭ ଭିତରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ୱରଙ୍କ ନିର୍ଦ୍ଦୋଷ ପୁତ୍ର ହେବ। କିନ୍ତୁ ତୁମ୍ଭେମାନେ ନଷ୍ଟ ହୋଇ ଯାଉଥିବା ମନ୍ଦ ଲୋକଙ୍କ ମଧ୍ୟରେ ରହୁଛ। କିନ୍ତୁ ସେମାନଙ୍କ ଭିତରେ ତୁମ୍ଭେ ଏହି ଅନ୍ଧକାରପୂର୍ଣ୍ଣ ଜଗତରେ ଜ୍ୟୋତିଃ ଭଳି ପ୍ରକାଶିତ ହେଉଛ। Veja o Capítulo |