ଫିଲିପୀୟ 2:4 - ପବିତ୍ର ବାଇବଲ (CL) NT (BSI)4 କେବଳ ନିଜର ସ୍ୱାର୍ଥ ପ୍ରତି ମନୋଯୋଗୀ ନ ହୋଇ ଅନ୍ୟମାନଙ୍କ ପ୍ରତି ମନୋଯୋଗୀ ହୁଅ। Veja o Capítuloପବିତ୍ର ବାଇବଲ (Re-edited) - (BSI)4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ। Veja o Capítuloଓଡିଆ ବାଇବେଲ4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ । Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ। Veja o Capítuloପବିତ୍ର ବାଇବଲ4 କେବଳ ନିଜ ଜୀବନ ବିଷୟରେ ଆଗ୍ରହୀ ନ ହୋଇ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟରେ ମଧ୍ୟ ଆଗ୍ରହୀ ହୁଅ। Veja o Capítulo |