ଫିଲିପୀୟ 2:6 - ପବିତ୍ର ବାଇବଲ (CL) NT (BSI)6 ତାଙ୍କଠାରେ ଅବିଚ୍ଛିନ୍ନଭାବେ ଐଶୀ ପ୍ରକୃତି ନିହିତ ଥିଲେ ସୁଦ୍ଧା, ସେ ସେହି ଅଧିକାରରେ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବାକୁ ଚେଷ୍ଟା କରି ନ ଥିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)6 ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, Veja o Capítuloଓଡିଆ ବାଇବେଲ6 ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, Veja o Capítuloପବିତ୍ର ବାଇବଲ6 ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ। ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ। Veja o Capítulo |