ଫିଲିପୀୟ 4:16 - ପବିତ୍ର ବାଇବଲ (CL) NT (BSI)16 ମୁଁ ଥେସଲନିକୀରେ ଥିବା ସମୟରେ ତୁମ୍ଭେମାନେ ବହୁ ବାର ମୋ’ ପାଖକୁ ଆବଶ୍ୟକୀୟ ସାହାଯ୍ୟ ପଠାଇଥିଲ। Veja o Capítuloପବିତ୍ର ବାଇବଲ (Re-edited) - (BSI)16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ। Veja o Capítuloଓଡିଆ ବାଇବେଲ16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ । Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ। Veja o Capítuloପବିତ୍ର ବାଇବଲ16 ଥେସଲନୀକୀ ନଗରରେ ଥିଲାବେଳେ ତୁମ୍ଭେମାନେ ଅନେକ ଥର ମୋର ଆବଶ୍ୟକତା ପୂରଣ କରିବାକୁ ଜିନିଷମାନ ପଠାଇଛ। Veja o Capítulo |