A Bíblia On-line

- Anúncios -




2 ବଂଶାବଳୀ 1:13 - ପବିତ୍ର ବାଇବଲ

13 ତା'ପରେ ଶଲୋମନ ସମାଗମ-ତମ୍ବୁକୁ ତ୍ୟାଗ କଲେ, ଯେଉଁଟାକି ଗିବିୟୋନରେ ଏକ ଉପାସନା ସ୍ଥଳରେ ଥିଲା ଏବଂ ଇସ୍ରାଏଲର ରାଜା ଯିରୁଶାଲମକୁ ଫେରିଗଲେ ଓ ଶାସନ କଲେ।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ଶଲୋମନ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ଵୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।

Veja o Capítulo Cópia de

ଓଡିଆ ବାଇବେଲ

13 ତହୁଁ ଶଲୋମନ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।

Veja o Capítulo Cópia de

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ଶଲୋମନ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।

Veja o Capítulo Cópia de




2 ବଂଶାବଳୀ 1:13

Siga-nos em:

Anúncios


Anúncios