2 ବଂଶାବଳୀ 1:2 - ପବିତ୍ର ବାଇବଲ2 ଇସ୍ରାଏଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1,000 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ 100 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ ବିଗ୍ଭରକର୍ତ୍ତା ଏବଂ ସମସ୍ତ ଇସ୍ରାଏଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ୟଙ୍କ ସହ କଥା ହେଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ; ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶପ୍ରଧାନ ପ୍ରତ୍ୟେକ ଅଧିପତିଙ୍କି ଆଜ୍ଞା ଦେଲେ। Veja o Capítuloଓଡିଆ ବାଇବେଲ2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ। Veja o Capítulo |