2 ବଂଶାବଳୀ 1:4 - ପବିତ୍ର ବାଇବଲ4 ସଦାପ୍ରଭୁଙ୍କ ନିୟମ-ସିନ୍ଦୁକକୁ ଦାଉଦ ଯିରୁଶାଲମକୁ କିରିୟତ ଯିୟାରୀମଠାରୁ ଆଣିଥିଲେ। ଯିରୁଶାଲମରେ ଏହାକୁ ସ୍ଥାପନ କରିବା ନିମନ୍ତେ ଦାଉଦ ଏକ ସ୍ଥାନ ନିରୂପଣ କରିଥିଲେ। ଦାଉଦ ଯିରୁଶାଲମରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ପାଇଁ ଏକ ତମ୍ବୁ ନିର୍ମାଣ କରିଥିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)4 ମାତ୍ର ଦାଉଦ କିରୀୟତ୍-ଯୀୟାରୀମଠାରୁ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ଵୁ ସ୍ଥାପନ କରିଥିଲେ। Veja o Capítuloଓଡିଆ ବାଇବେଲ4 ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ। Veja o Capítulo |